ବିଜେଡିର ରାଜ୍ୟ ଓ ଜିଲ୍ଲାସ୍ତରୀୟ କର୍ମକର୍ତ୍ତା ନିଯୁକ୍ତି, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

0 964

ଭୁବନେଶ୍ୱର: ବିଜୁ ଜନତା ଦଳ(ବିଜେଡି) ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ଓ ଜିଲ୍ଲାସ୍ତରରେ ବିଭିନ୍ନ ପଦପଦବୀ ପାଇଁ କର୍ମକର୍ତ୍ତା ନିଯୁକ୍ତ କରିଛନ୍ତି । ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ଦଳର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ଏହି ସୂଚନା ଦେଇଛନ୍ତି ।
ଦେଖନ୍ତୁ ପୁରା ଲିଷ୍ଟ-

hiring
hiranchal ad1
Leave A Reply

Your email address will not be published.

4 − 2 =