ବୌଦ୍ଧ ସଞ୍ଜିବନୀ ଠାରେ ଡାଇଲିସିସ ସେଣ୍ଟରକୁ ଉଦ୍‌ଘାଟନ ମନ୍ତ୍ରୀ ପ୍ରଦିପ ଅମାତ

0 32

ବୌଦ୍ଧ,୩୦/୬:- ବୌଦ୍ଧ କୋଭିଡ ସେଣ୍ଟର ସଞ୍ଜିବନୀ ଠାରେ ଆଜି ଡାଇଲିସିସ ସେଣ୍ଟରକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଉଦଘାଟନ କରିଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧକାରୀ ଡାକ୍ତର ଜୟକୃଷ୍ଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ମନ୍ତ୍ରୀ ଶ୍ରୀ ଅମାତ ଏବଂ ସମ୍ମାନୀତ ଅତିଥି ଭାବେ ଜିଲ୍ଲାପାଳ ସତ୍ୟରଂଜନ ସାହୁ ଯୋଗଦେଇଥିଲେ ।

hiring

ଉତ୍ସବକୁ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ରୂପକ ମହାପାତ୍ର ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକନ୍ତି ବଳିୟାରସିଂହ, ଜନ ସ୍ୱାସ୍ଥ୍ୟ ଅଧିକାରୀ-ଡାକ୍ତର ମଦନ ମୋହନ ପ୍ରଧାନ, ଜିଲ୍ଲା ଚିକିତ୍ସା ମୁଖ୍ୟ- ଡାକ୍ତର ସଂଘମିତ୍ରା ପଣ୍ଡା, ଡାକ୍ତର କିଶୋର ଚନ୍ଦ୍ର ପଟ୍ଟନାୟକ ପ୍ରମୁଖ ଯୋଗ ଦେଇଥିଲେ ।

hiranchal ad1
Leave A Reply

Your email address will not be published.

12 + fifteen =