ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବଳିଦାନ ଦିବସରେ ଶ୍ରଦ୍ଧାଞ୍ଜଳି

0 97

ବୌଦ୍ଧ,୩୦/୮: ବୌଦ୍ଧଜିଲ୍ଲା ବିଜେପି ତରଫରୁ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ବଳିଦାନ ଦିବସ ଉପଲକ୍ଷେ ଆଜି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା । ଆଜିର ବଳିଦାନ ଦିବସରେ ଜିଲ୍ଲାସଭାପତି ବିପ୍ରଚରଣ ମହାନ୍ତିଙ୍କର ସଭାପତିତ୍ୱରେ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ଜିଲ୍ଳାର ବରିଷ୍ଠନେତା ମାଗୁଣି ଗାଇଗୌରୀଆ , ପ୍ରେମାନନ୍ଦ ମିଶ୍ର, ତାପସ ପଟ୍ଟନାଯକ, ଯୁବମୋର୍ଚ୍ଚା ସଭାପତି ଅଟଳ ପ୍ରଧାନ, ପଙ୍କଜ ବାରିକ, ଆଶିଷ ସାହୁ ଓ ଅନ୍ୟାନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ରହିଥିଲେ ।

hiranchal ad1
Leave A Reply

Your email address will not be published.

five × 2 =