ମୋଡେଲ ଡିଗ୍ରୀ କଲେଜରେ ପୁରସ୍କାର ବିତରଣୀ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ

0 116

ବୌଦ୍ଧ,୬/୭- ଆଜି ବୌଦ୍ଧ ଜ଼ିଲ୍ଲା ମୋଡେଲ ଡିଗ୍ରୀ କଲେଜ ଠାରେ ମୋ କଲେଜ ଅଭିୟାନ ଅନ୍ତର୍ଗତ ପୁରସ୍କାର ବିତରଣୀ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆରକ୍ଷୀ ଅଧୀକ୍ଷକ ଜ୍ଞାନରଞ୍ଜନ ମହାନ୍ତି ଏବଂ ସମ୍ମାନୀତ ଅତିଥିଭାବେ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରୀତାକାନ୍ତି ବଳିଆର ସିଂ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ପୂର୍ବରୁ ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।

hiranchal ad1
Leave A Reply

Your email address will not be published.

two + eleven =