ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

0 206

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ରାଜ୍ୟର ବିଭିନ୍ନ ବନ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରିଛନ୍ତି । ବନ୍ୟାଞ୍ଚଳ ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି । ସେ କହିଛନ୍ତି ବହୁ ଜିଲ୍ଲା ଜଳମଗ୍ନ ହୋଇଛି । ଅନେକ ଗାଁ ବୁଡିଯାଇଥିବା ବେଳେ ଅସଂଖ୍ୟ ଘର ଭାଙ୍ଗିଯାଇଛି ।

hiring

ବହୁ ସ୍ଥାନରେ ରାସ୍ତା ଓ ଗମନାଗମନ ଭିତ୍ତିଭୂମି ନଷ୍ଟ ହୋଇଯାଇଛି । ଖୁବଶୀଘ୍ର ବନ୍ୟା ପ୍ରଭାବିତ ଅଂଚଳ ଗୁଡିକରେ ସ୍ୱାଭାବିକ ଜୀବନଯାତ୍ରା ଫେରାଇ ଆଣିବା ଲାଗି ପଦକ୍ଷେପ ନିଆଯାଉଛି ବୋଲି ସେ କହିଛନ୍ତି ।

hiranchal ad1
Leave A Reply

Your email address will not be published.

1 + 5 =