ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨ ଲକ୍ଷ ଟଙ୍କା ପ୍ରଦାନ କଲା ଜଗତସିଂହପୁର ଜିଲ୍ଲା ଟ୍ରକ ମାଲିକ ସଂଘ

0 74

ପାରାଦୀପ – ମହାମାରୀ କରୋନା ର ନିରାକରଣ ନିମନ୍ତେ ଜଗତସିଂହପୁର ଜିଲ୍ଲା ଟ୍ରକ ମାଲିକ ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିକୁ ୨ ଲକ୍ଷ ଟଙ୍କାର ଅନୁଦାନ ପ୍ରଦାନ କରାଯାଇଛି । ଏ ସମ୍ପର୍କରେ ସଙ୍ଘର ସଭାପତି ତଥା ବିଶିଷ୍ଟ ଶ୍ରମିକ ନେତା ଶ୍ରୀ ସନ୍ତୋଷ କୁମାର ପଟ୍ଟନାୟକ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି।
ସେହିପରି ଗରିବ ଅସହାୟ ମାନଙ୍କୁ ରନ୍ଧା ଖାଦ୍ୟ ବିତରଣ କରଯାଇଥିଲା।

hiranchal ad1
Leave A Reply

Your email address will not be published.

five × five =