ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୬ହଜାର ଅତିକ୍ରମ କଲା, ମୃତକଙ୍କ ସଂଖ୍ୟା ୧୫୬୮

0 62

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । ଗତ କିଛି ଦିନ ହେଲା ଦେଶରେ ଦିନକୁ ପ୍ରାୟ ଅଢେଇ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ଜଣାପଡିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୯୦୦ ନୂଆ ମାମଲା ସାମ୍ନାକୁ ଆସିଥିବା ବେଳେ ହେି ସମରେ ୧୯୫ ଜଣଙ୍କ ଏହି ମାରାତ୍ମକ ରୋଗରେ ମୃତ୍ୟୁବରଣ କରିଛନ୍ତି । ଦେଶରେ ଏ ପର୍ଯ୍ୟନ୍ତ ମୃତକଙ୍କ ସଂଖ୍ୟା ୧୫୬୮ରେ ପହଞ୍ଚିଛି । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ମଙ୍ଗଳବାର ଜାରି କରିଥିବା ରିପୋର୍ଟ ମୁତାବକ ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ଶାସିତ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୬୪୩୩ରେ ପହଞ୍ଚିଛି । ଯେଉଁଥିରେ ୧୧୧ଜଣ ବିଦେଶୀ ନାଗରିକ ଥିବା ଜଣାପଡିଛି ।

hiranchal ad1
Leave A Reply

Your email address will not be published.

10 + 17 =