ରାଜ୍ୟରେ ୭୨୯୧ କରୋନା ପଜିଟିଭ୍ ଚିହ୍ନଟ

0 94

ଭୁବନେଶ୍ୱର ୨୪।୦୧ : ଗତ ୨୪ ଘଣ୍ଟା ମଧ୍ୟରେ ୭୨୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୧୧୯୫୧ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୨୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୬୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯୫୪ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮୩ଜଣ, ବାଲେଶ୍ୱର ଜିଲ୍ଲାରୁ ୩୪୩ଜଣ, ବରଗଡ଼ ଜିଲ୍ଲାରୁ ୧୩୦ଜଣ, ଭଦ୍ରକ ଜିଲ୍ଲାରୁ ୯୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୧୮ଜଣ, ବୌଦ୍ଧ ଜିଲ୍ଲାରୁ ୫୫ଜଣ, କଟକ ଜିଲ୍ଲାରୁ ୫୬୧ଜଣ, ଦେଓଗଡ଼ ଜିଲ୍ଲାରୁ ୬୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୯୬ଜଣ, ଗଜପତି ଜିଲ୍ଲାରୁ ୯୫ଜଣ, ଗଞ୍ଜାମ ଜିଲ୍ଲାରୁ ୫୦ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୧ଜଣ, ଯାଜପୁର ଜିଲ୍ଲାରୁ ୨୦୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭୩ଜଣ, କନ୍ଧମାଳ ଜିଲ୍ଲାରୁ ୯୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୩୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୦୫ଜଣ, କୋରାପୁଟ ଜିଲ୍ଲାରୁ ୧୧୧ଜଣ, ମାଲକାନଗିରି ଜିଲ୍ଲାରୁ ୫୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୪୮ଜଣ, ନୟାଗଡ଼ ଜିଲ୍ଲାରୁ ୧୯୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୬୦ଜଣ, ପୁରୀ ଜିଲ୍ଲାରୁ ୧୧୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୯୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୭୬ଜଣ, ସୋନପୁର ଜିଲ୍ଲାରୁ ୨୮୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬୪୬ଜଣ, ଷ୍ଟେଟ ପୁଲ୍‌ରୁ ୩୬୫ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

16 − ten =