କରୋନା ନେଲା ଆଉ ୩ ଜଣଙ୍କ ଜୀବନ

0 38

ଭୁବନେଶ୍ୱର : ରାଜ୍ୟରେ ଆଉ ୩ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କେନ୍ଦୁଝର, ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୧୨ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୮୮୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୫୯୧୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୫୮୫୧୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

eighteen − fourteen =