କରୋନା ନେଲା ଆଉ ୪ ଜଣଙ୍କ ଜୀବନ

0 80

ଭୁବନେଶ୍ୱର : ରାଜ୍ୟରେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । କଟକ,ଜଗତସିଂହପୁର, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୨୬୯୫୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୫୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୩୧୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୦୩୪୨୪୫ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

4 × 5 =