ଦାରିଙ୍ଗିବାଡ଼ି ଅଞ୍ଚଳରେ କାଳ ବୈଶାଖୀର ତାଣ୍ଡବ

0 128

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ୍ ସିମନବାଡ଼ି ଅଞ୍ଚଳରେ କାଳ ବୈଶାଖୀର ତାଣ୍ଡବ । କାଳ ବୈଶାଖୀ ନେଇ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଥିଲା । ଏହାର କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ଅଞ୍ଚଳରେ ଏହାର ପ୍ରଭାବ ଦେଖିବାକୁ ମିଳିଛି ।

hiring

ପ୍ରବଳ ବର୍ଷା ପବନରେ ସିମନବାଡ଼ି ସଂରକ୍ଷିତ ଜଙ୍ଗଲରେ ବହୁ ମୂଲ୍ୟବାନ ଗଛ ଉପୁଡ଼ି ନଷ୍ଟ ହୋଇଯାଇଛି ଏବଂ କିଛି ସ୍ଥାନରେ ଗଛ ଭାଙ୍ଗି ରାସ୍ତାରେ ପଡ଼ିଥିବା ମଧ୍ୟ ଦେଖିବାକୁ ମିଳିଛି । ପ୍ରବଳ ପବନ ସାଙ୍ଗକୁ ବର୍ଷାରେ ସିମନବାଡ଼ି ୫୯ନଂ ଜାତୀୟ ରାଜପଥ କଡ଼ରେ ଥିବା ୧୧କେବି ବିଦ୍ୟୁତ୍ ଖୁଣ୍ଟ ମଧ୍ୟ ଭାଙ୍ଗି ପଡ଼ିଥିବା ଦେଖିବାକୁ ମିଳିଛି ।

hiranchal ad1
Leave A Reply

Your email address will not be published.

17 − 7 =