ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ରାଜଜେମା କଲ୍ୟାଣି ଗଜପତି ଏକ ଲକ୍ଷ ଟଙ୍କାର ଚେକ ପ୍ରଦାନ କଲେ

0 110

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ରାଜଜେମା କଲ୍ୟାଣି ଗଜପତି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ଲକ୍ଷ ଟଙ୍କାର ଚେକ ଉପଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡାଙ୍କୁ ପ୍ରଦାନ କରିଛନ୍ତି। କୋରନାର ମୁକାବିଲା ଓ ଜନକଲ୍ୟାଣ ଉଦ୍ୟେଶରେ ପ୍ରଦାନ କରିଛନ୍ତି।ତେଣୁ ଜିଲ୍ଲାପ୍ରଶାସନ କଲ୍ୟାଣି ଗଜପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି।

hiranchal ad1
Leave A Reply

Your email address will not be published.

18 − 14 =