ମହାରାଜାଙ୍କ ବାଳକ ବିଦ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ

0 120

କୋରନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜା ବାଳକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବୃଷକେତୁ ଦାସ,ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀମାନେ 69,400 ଟଙ୍କା ପ୍ରଦାନ କରିଛନ୍ତି। ଜିଲ୍ଲା ମୁଖ୍ୟ ଶିକ୍ଷା ଅଧିକାରୀ ପ୍ରଦୀପ କୁମାର ନାଗଙ୍କ ନିର୍ଦ୍ଦେଶ କ୍ରମେ ସ୍କୁଲର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ କର୍ମଚାରୀ ମାନେ ମିଶି ଦେଶର ଓ ରାଜ୍ୟର ଦୁଃ ସ୍ଥିତି ସମୟରେ ଏହି ଆର୍ଥିକ ସହାୟତା ଜନକଲ୍ୟାଣଙ୍କ ନିମନ୍ତେ ପ୍ରଦାନ କରିଛନ୍ତି। କର୍ମଚାରୀଙ୍କ ଏତାଦୃଶ ଆର୍ଥିକ ସହାୟତାକୁ ସାଧୁବାଦ ଜଣାଇଛନ୍ତି।

hiranchal ad1
Leave A Reply

Your email address will not be published.

6 + five =