ଖୁସି ଖବର : ରାଜ୍ୟରେ ପୁଣି ୫ ଆକ୍ରାନ୍ତ ସୁସ୍ଥ ହେଲେ

0 99

ଭୁବନେଶ୍ୱର : ରାଜ୍ୟବାସୀଙ୍କ ପାଇଁ ପୁଣି ଏକ ଖୁସି ଖବର ଆସିଛି । ଆଜି ୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି । ଏହି ସମସ୍ତ ଆକ୍ରାନ୍ତ ଭୁବନେଶ୍ୱର, ଢେଙ୍କାନାଳ, କଲାହାଣ୍ଡି, ସୁନ୍ଦରଗଡ ଓ କେନ୍ଦ୍ରାପଡାର ବୋଲି ଜଣାପଡିଛି ।

hiring

ମୋଟ ୭୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଏ ପର୍ଯ୍ୟନ୍ତ ୨୯ ଜଣ ସୁସ୍ଥ ହୋଇଛନ୍ତି । ସୂଚନାଯୋଗ୍ୟ ଯେ, ଆଜି ପୁଣି ନୂଆ ୫ ପଜିଟିଭ ଚିହ୍ନଟ ହୋଇଛନ୍ତି ।

hiranchal ad1
Leave A Reply

Your email address will not be published.

seventeen − fifteen =