ପୁଣି ୨ କରୋନା ପଜିଟିଭ ଚିହ୍ନଟ

0 451

ଭୁବନେଶ୍ୱର: ଶନିବାର ରାଜ୍ୟରେ ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର ବେଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଉଭୟେ ପଶ୍ଚିମବଙ୍ଗରୁ ଫେରିିଥିବା ଜଣାପଡିଛି । ସେହିପରି ଭୁବନେଶ୍ବରର 2ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୂଚନା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତାର ଟ୍ବିଟର ଆକାଉଣ୍ଟରେ ଉଲ୍ଲେଖ କରିଛି ।

hiranchal ad1
Leave A Reply

Your email address will not be published.

seventeen + two =