ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ

0 84

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଜିଲ୍ଲାପାଳଙ୍କ ସହ ସାକ୍ଷାତ କରି ଗଜପତି ଜିଲ୍ଲାର ବିଭିନ୍ନ ଅଦାଲତରେ କାର୍ଯ୍ୟରତ ଅଧିକାରୀ 21 ହଜାର ଟଙ୍କାର ଚେକ ପ୍ରଦାନ କରିଛନ୍ତି।ସେହିଭଳି କୋର୍ଟ କର୍ମଚାରୀ ମାନେ 36 ହଜାର ଟଙ୍କାର ଚେକ ଓ ଜିଲ୍ଲା ଓକିଲ ସଂଘ ତରଫରୁ 10 ହଜାର ଟଙ୍କାର ଚେକ ପ୍ରଦାନ କରିଛନ୍ତି।ଜିଲ୍ଲା ଦୌରାଜଜ୍ ବିଶ୍ୱଜିତ ଦାସ ସମେତ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।ସେହିପରି ପାରଳାଖେମୁଣ୍ଡି ସିରିଡି ସାଇ ଧ୍ୟାନ ମନ୍ଦିର ତରଫରୁ 51 ହଜାରର ଚେକ ଓ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ପକ୍ଷରୁ 20 ହଜାର ଟଙ୍କାର ଚେକ ପ୍ରଦାନ କରାଯାଇଛି। କରୋନା ମୁକାବିଲା ସକାଶେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି।

hiranchal ad1
Leave A Reply

Your email address will not be published.

10 + twenty =