ବିଜେଡିରେ ଯୋଗଦେଲେ ଦେବଗଡ଼ ରାଣୀ ଅରୁନ୍ଧତୀ ଦେବୀ

0 78

ଭୁବନେଶ୍ବର:ସମ୍ବଲପୁର ସାଂସଦ ତଥା ଦେବଗଡ ରାଜା ନୀତେଶ ଗଙ୍ଗଦେବଙ୍କ ପତ୍ନୀ ଶ୍ରୀମତୀ ଅରୁନ୍ଧତୀ ଦେବୀ ଆଜି ବିଜେଡିରେ ଯୋଗ ଦେଇଛନ୍ତି | ତାଙ୍କ ସହ ତାଙ୍କ ପୁତ୍ର ନମନ ଗଙ୍ଗଦେବ ମଧ୍ୟ ବିଜେଡିରେ ଯୋଗ ଦେଇଛନ୍ତି | ଆଜି ସନ୍ଧ୍ୟାରେ ନବୀନ ନିବାସ ଠାରେ ସେମାନେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ଶ୍ରୀ ନବୀନ ପଟନାୟକଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି | ଏହି ସମୟରେ ସାଂସଦ ମାନସ ମଙ୍ଗରାଜ ମଧ୍ୟ ଉପସ୍ଥିତ ଥିଲେ |

hiring
hiranchal ad1
Leave A Reply

Your email address will not be published.

one × two =