ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା

0 77

ଭୁବନେଶ୍ୱର: ମଙ୍ଗଳବାରଠୁ ରାଜ୍ୟରେ ଆରମ୍ଭ ହେବ ଧାନକିଣା। ବରଗଡ଼ରୁ ମଣ୍ଡିରେ ଧାନ ସଂଗ୍ରହ ଆରମ୍ଭ ହେବ। ଚଳିତବର୍ଷ ଧାନ କିଣା ଟାର୍ଗେଟ ଅଧିକ ରଖିଛନ୍ତି ରାଜ୍ୟ ସରକାର। ଚାଷୀଙ୍କ ପାଇଁ ମଣ୍ଡିଗୁଡିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଚାଷୀ ପାଇଁ ମଣ୍ଡିଗୁଡ଼ିକରେ ଖାଦ୍ୟ, ପାନୀୟ ଓ ଶୌଚାଳୟ ଭଳି ବ୍ୟବସ୍ଥା ହୋଇଛି। ଧାନ କିଣା ଉପରେ ନଜର ରଖିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କଟନୀଛଟନୀ ଉପରେ ନଜର ରହିବ। ବାହାର ରାଜ୍ୟରୁ କେମିତି ଧାନ ଆସିବ ନାହିଁ, ସେଥିପାଇଁ ଜିଲ୍ଲାପାଳମାନଙ୍କୁ ଧ୍ୟାନ ଦେବାକୁ କୁହାଯାଇଛି ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସୂଚନା ଦେଇଛନ୍ତି।

hiranchal ad1
Leave A Reply

Your email address will not be published.

eight + 8 =