ଡ୍ରାଇଭର ମହାସଂଘର ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଚେତାବନୀ

0 103

ଭୁବନେଶ୍ବର: ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦେଲା ଡ୍ରାଇଭର ମହାସଂଘ। ୬ ଦଫା ଦାବି ପୂରଣ ନହେଲେ ବନ୍ଦ ହେବ ଚକ ଅଖ। ସୋମବାର ଏକ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କୁ ଚେତାବନୀ ଦେଇଛି ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ।  ମଞ୍ଚ ପକ୍ଷରୁ କୁହାଯାଇଛି ଆସନ୍ତା ଜୁଲାଇ ମାସରେ ୬ ଦଫା ଦାବି ନେଇ ରାସ୍ତାକୁ ଓହ୍ଲାଇବେ ଡ୍ରାଇଭର।  ଜୁଲାଇ ୮ରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତି ଷ୍ଟିୟରିଂ ଛାଡ଼ ଆନ୍ଦୋଳନ କରିବ ମହାମଞ୍ଚ।

hiranchal ad1
Leave A Reply

Your email address will not be published.

four × one =