e-KYC କରିନଥିଲେ ମିଳିବନି ଚାଉଳ

0 117

ଭୁବନେଶ୍ୱର: e-KYC କରିନଥିଲେ ଆସନ୍ତା ମାସରୁ ବନ୍ଦ ହେବ ଚାଉଳ। ଏନେଇ ମଙ୍ଗଳବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେବି ରାଜ୍ୟର ୧୫ ଲକ୍ଷ ୬୭ ହଜାର e-KYC କରିନାହାନ୍ତି।e-KYC କରିନଥିବା ଲୋକ ଚାଉଳ ପାଉଛନ୍ତି, ତାକୁ ବନ୍ଦ କରିଦିଆଯିବ।ଯେଉଁମାନେ e-KYC କରିବେ ନାହିଁ, ସେମାନଙ୍କ ପାଇଁ ଚାଉଳ ଯିବ ନାହିଁ। କେନ୍ଦ୍ର ସରକାର e-KYC ବନ୍ଦ କରିଛନ୍ତି, ସମୟ ବଢ଼େଇଲେ ଆମେ ବଢ଼େଇବୁ।ବାଦ୍‌ ପଡ଼ିଥିବା ହିତାଧିକାରୀ ଲିଖିତ ଭାବେ ଦେଲେ ବିଚାର କରାଯିବ।

hiranchal ad1
Leave A Reply

Your email address will not be published.

17 − 10 =