ମେଘାଳୟ କଂଗ୍ରେସରେ ସଂକଟ, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସମେତ ୧୧ ବିଧାୟକ ଟିଏମ୍‌ସି ହେଲେ ସାମିଲ !

0 54

ନୂଆଦିଲ୍ଲୀ : ୧୧ଜଣ କଂଗ୍ରେସ ବିଧାୟକଙ୍କ ସହ ମେଘାଳୟର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁକୁଲ ସାଙ୍ଗମା ଟିଏମସିରେ ଯୋଗ ଦେଇଛନ୍ତି । ସୂତ୍ରରୁ ପ୍ରକାଶ ଯେ ବିଧାୟକମାନେ ଏ ବାବଦରେ ବାଚସ୍ପତିଙ୍କୁ ଏକ ଚିଠି ଲେଖି ସାରିଛନ୍ତି । କଂଗ୍ରେସ ନେତାଙ୍କ ଏହି ଦଳବଦଳ ପରେ ତୃଣମୂଳ କଂଗ୍ରେସ ରାଜ୍ୟର ମୁଖ୍ୟ ବିରୋଧୀ ଦଳ ପାଲଟିଛି । ଗତ କିଛି ମାସ ହେବ ତୃଣମୂଳ କଂଗ୍ରେସ ବିସ୍ତାର ପଥରେ ଅଛି ।

hiranchal ad1
Leave A Reply

Your email address will not be published.

fourteen − eight =