ଗଜପତି ଜିଲ୍ଲା ବିଜେଡ଼ି ସଭାପତି ପ୍ରଦୀପ ନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡକୁ 25,000 ଚେକ ପ୍ରଦାନ

0 133

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ପାଳଙ୍କୁ ସାକ୍ଷାତ କରି ଗଜପତି ଜିଲ୍ଲା ବିଜେଡି ସଭାପତି ପ୍ରଦୀପ ନାୟକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଜନକଲ୍ୟାଣ ଉଦେଶ୍ୟରେ 25,000 ଟଙ୍କାର ଚେକ ପ୍ରଦାନ କରିଛନ୍ତି।

hiring

ସେହିଭଳି ପୂର୍ବତନ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଅନ୍ତର୍ଯ୍ୟାମୀ ଗମାଙ୍ଗ ତଥା ବରିଷ୍ଠ ବିଜେଡି ନେତା ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଜିଲ୍ଲାପାଳଙ୍କ ଜରିଆରେ 30,000 ଟଙ୍କାର ଚେକ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ପ୍ରଦାନ କରିଛନ୍ତି। ଏହି ଭଳି ସହାୟତାର ରାଶି ଜନକଲ୍ୟାଣ ଉଦ୍ୟେଶରେ ପ୍ରଦାନ କରିଛନ୍ତି। ଜିଲ୍ଲା ପ୍ରଶାସନ ଧନ୍ୟବାଦ ଜଣାଇଛନ୍ତି।ଏହି କାର୍ଯ୍ୟକ୍ରମକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି।

hiranchal ad1
Leave A Reply

Your email address will not be published.

three × three =