ଉପର ମୁଣ୍ଡରେ ବର୍ଷା, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍

0 83

ସମ୍ବଲପୁର : ବର୍ଷା ଯୋଗୁଁ ବଢ଼ୁଛି ଜଳସ୍ତର, ଯାହା ଫଳରେ ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ୍ ଖୋଲାଯାଇଛି । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୯.୮୩ ଫୁଟ ରହିଥିଲା । ଜଳଭଣ୍ଡାରରେ ପ୍ରତି ସେକେଣ୍ଡରେ ୧ ଲକ୍ଷ ୫୦ ହଜାର ୪୧୯ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ୨ ଲକ୍ଷ ୨୦ ହାଜାର ୪୧୮ ଘନଫୁଟ ଜଳ ନିଷ୍କାସିତ ହେଉଛି ।

hiranchal ad1
Leave A Reply

Your email address will not be published.

16 − eight =