ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ରକ୍ତଦାନ ଶିବିର

0 58

ପାରଳାଖେମୁଣ୍ଡି,୨୭/୯- ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଥିବା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ବ୍ଲଡ଼ ବ୍ୟାଙ୍କଠାରେ ଓଡ଼ିଶା ମୋ ପରିବାର ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ବିଜେଡି ସଭାପତି ଏସ.ଲିଙ୍ଗରାଜ ପୂର୍ବତନ ବିଜେଡି ଜିଲ୍ଲା ସଭାପତି ବସନ୍ତ ଦାସ, ବିଜେଡି ନଗର ସଭାପତି ସୂର୍ଯ୍ୟ ନାରାୟଣ ରାଜଗୁରୁ ଓ ବିଜେଡିର ବହୁ କର୍ମୀ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

14 − three =