ଗଜପତିରେ ପୁଣି ୭ଟି କରୋନା ପଜିଟିଭ ଚିହ୍ନଟ

0 74

ପାରଳାଖେମୁଣ୍ଡି : ଗଜପତିରେ ପୁଣି ୭ଟି କରୋନା ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ଦେଲେ ଗଜପତି ଜିଲ୍ଲାପାଳ ଅନୁପମ ସାହା । ଗୋଶାଣି ବ୍ଲକରୁ ୩ ଜଣ କାଶୀନଗର ବ୍ଳକରୁ ଜଣେ, ପାରଲା ପୌର ପରିଷଦରୁ ଜଣେ ନୂଆଗଡ ବ୍ଲକରୁ ଜଣେ,ଗଜପତି ଜିଲ୍ଲାର ଜଣେ ଜିଲ୍ଲା ବାହାର ହସ୍ପିଟାଲରୁ ଚିହ୍ନଟ ହୋଇଥିବାର ଜଣାପଡିଛି । ପଜିଟିଭି ଚିହ୍ନଟ ହେବା ପରେ ସେମାନଙ୍କ ମଧ୍ୟରୁ କିଛି ଜଣଙ୍କୁ ହୋମ ଆଶୋଲେସନ ଓ କୋଭିଡି ହସ୍ପିଟାଲ/କୋଭିଡ କ୍ୟାୟର ସେଣ୍ଟରକୁ ପଠାଇ ଦିଆଯାଇଛି ବୋଲି ଗଜପତି ଜିଲ୍ଲାପାଳ ଅନୁପମ ସାହା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

two × 2 =