ବାତ୍ୟା ପାଇଁ ସରକାରୀ କର୍ମଚାରୀଙ୍କ ରବିବାର ଛୁଟି ବାତିଲ

0 63

ଭୁବନେଶ୍ୱର : ଆସୁଛି ବାତ୍ୟା ଜୱାଦ । ଏହାର ମୁକାବିଲା ପାଇଁ ସମସ୍ତ ସରକାରୀ କର୍ମଚାରୀଙ୍କ ସାପ୍ତାହିକ ରବିବାର ଛୁଟି ବାତିଲ କରିଛନ୍ତି ରାଜ୍ୟ ସରକାର । ସମସ୍ତ କର୍ମଚାରୀ ନିଜ ନିଜ ହେଡକ୍ୱାର୍ଟରରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଯେଉଁମାନେ ଛୁଟିରେ ଅଛନ୍ତି ସେମାନେ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାକୁ କୁହାଯାଇଛି । ଏ ସଂପର୍କରେ ରିଲିଫ କମିଶନରଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି ।

hiranchal ad1
Leave A Reply

Your email address will not be published.

eleven + four =