୫ ଲକ୍ଷ ଟଙ୍କାର ବେଆଇନ ବାଣ ଜବତ

0 68

କଟକ ୦୫।୧୧ : କଟକ ବାଦାମବାଡ଼ି ଥାନା ପୋଲିସ ଚଢ଼ାଉ କରି ଜବତ କଲା ୫ ଲକ୍ଷ ଟଙ୍କାର ବେଆଇନ ବାଣ । ଆଜି ଥାନା ପୋଲିସ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଖାନନଗର ଅଞ୍ଚଳରେ ରହୁଥିବା ସଂଗ୍ରାମ ବେହେରାଙ୍କ ଘରେ ଚଢ଼ାଉ କରିଥିଲେ । ଏହି ସମୟରେ ତାଙ୍କ ନିକଟରୁ ବିପୁଳ ପରିମାଣର ବାଣ ଜବତ ହୋଇଛି । ବ୍ୟବସାୟ କରୁଥିବା ଯୁବକ ଅଟକ ଥିବା କଥା ପ୍ରକାଶ କରିଛନ୍ତି ଥାନା ଅଧିକାରୀ ରଶ୍ମିରଞ୍ଜନ ମହାପାତ୍ର ।

hiranchal ad1
Leave A Reply

Your email address will not be published.

3 × three =