କାଳିଆ ହିତାଧିକାରୀଙ୍କୁ ରାଜ୍ୟ ସରକାରଙ୍କ ଅକ୍ଷୟ ତୃତୀୟ ଭେଟି

0 140

ଭୁବନେଶ୍ୱର : କାଲି ମିଳିବ କାଳିଆ ଟଙ୍କା । ଅକ୍ଷୟ ତୃତୀୟା ଅବସରରେ ଚାଷୀଙ୍କୁ ଭେଟି ଦେବେ ରାଜ୍ୟ ସରକାର । ପ୍ରତ୍ୟେକ କାଳିଆ ହିତାଧିକାରୀଙ୍କୁ ୨ହଜାର ଟଙ୍କା ଲେଖାଏଁ ମିଳିବ । ଯାହା ସିଧାସଳଖ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ଟଙ୍କା ।

hiring

ଖବର ଅନୁଯାୟୀ, ଚଳିତ ବର୍ଷର ପ୍ରଥମ କାଳିଆ ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ଯିବ । ରାଜ୍ୟରେ ମୋଟ ୪୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ୮ ଶହ କୋଟି ଟଙ୍କା ଦେବେ ସରକାର । ପ୍ରଥମ ପର୍ଯ୍ୟାୟରେ ୨ ହଜାର ଟଙ୍କା ଲେଖାଏଁ ଲେଖାଁଏ ଚାଷୀଙ୍କ ଆକାଉଣ୍ଟକୁ ଯିବ । ୨୦୧୮ ମସିହାରୁ ଚାଷୀଙ୍କ ପାଇଁ କାଳିଆ ଯୋଜନା ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ପ୍ରତି ବର୍ଷ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ସହାୟତା ରାଶି ପଠାଉଛନ୍ତି ସରକାର । ବାର୍ଷିକ ୬ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେଉଛନ୍ତି ସରକାର ।

hiranchal ad1
Leave A Reply

Your email address will not be published.

nine − 5 =