ମହାନଦୀରେ ଭାସିଗଲେ ୪ ପିଲା

0 112

ବାଙ୍କୀ: ମହାନଦୀରେ ଗାଧୋଉଥିବା ବେଳେ ରବିବାର ୪ ଜଣ ପିଲା ଭାସିଯାଇଥିଲେ। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଏବେ ବି ଜଣେ ନାବାଳିକା ନିଖୋଜ ଅଛନ୍ତି। ବଡ଼ବାପାଙ୍କ ସହ ୩ ପୁତୁରା ଏବଂ ଝିଆରୀ ଗାଧୋଇବାକୁ ଯାଇଥିବାବେଳେ ଏହି ଅଘଟଣ ଘଟିଛି। ତେବେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି।

hiranchal ad1
Leave A Reply

Your email address will not be published.

15 + eleven =