କୋଭିଡ କଟକଣାରେ ହେବ ମହାଶିବରାତ୍ରି

0 101

ଭୁବନେଶ୍ୱର: ଚଳିତ ବର୍ଷ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଶିବରାତ୍ରୀ ସଂପୂର୍ଣ୍ଣଭାବେ କରୋନା କଟକଣା ମଧ୍ୟରେ ପାଳିତ ହେବ । ରାତି ୧୦ଟାରେ ଉଠିବ ଶ୍ରୀଲିଙ୍ଗରାଜଙ୍କ ମହାଦୀପ । ଟ୍ରଷ୍ଟର ସଭାପତି ତଥା ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ, ଶାନ୍ତିଶୃଙ୍ଖଳାରେ ଜାଗର ଯାତ୍ରା ସଂପନ୍ନ କରାଯିବ । ଶ୍ରୀଲିଙ୍ଗରାଜ ମନ୍ଦିର ସେବାୟତଙ୍କ ଉପସ୍ଥିତିରେ ମହାଶିବରାତ୍ରି ପାଇଁ ଏକାଧିକ ନିଷ୍ପତ୍ତି ନିଆଯାଇଛି ।

hiranchal ad1
Leave A Reply

Your email address will not be published.

8 + 19 =