ମମିତା ମାମଲା || ଷ୍ଟାଟସ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

0 103

ଭୁବନେଶ୍ୱର : କଳାହାଣ୍ଡି ଜିଲ୍ଲା ସନସାଇନ କଲେଜ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି । ରାଜ୍ୟ ସରକାର ଆଜି ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ କରିଛନ୍ତି । ତଦନ୍ତର ଅଗ୍ରଗତି ନେଇ ଏକ ବନ୍ଦ ଲଫାପାରେ ରିପୋର୍ଟ ଦାଖଲ କରାଯାଇଛି । ଏହି ମାମଲାରେ ମମିତାଙ୍କ ବାପା ଓ ଭାଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ଶୀଘ୍ର ତଦନ୍ତ ସାରି ଫାଷ୍ଟଟ୍ରାକ କୋର୍ଟରେ ବିଚାର ପାଇଁ ଆବେଦନ କରିଥିଲେ ।

hiring

hiranchal ad1
Leave A Reply

Your email address will not be published.

three × 2 =