ଘୁଞ୍ଚିଲା ଗୋବିନ୍ଦ ସାହୁର ଜାମିନ ଶୁଣାଣି

0 83

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କ ଜାମିନ ଶୁଣାଣି ଘୁଞ୍ଚିଛି । କଣ୍ଟାବାଞ୍ଜି ଏଡିଜେ କୋର୍ଟରେ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଛି । ତେବେ ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ତାରିଖ ଘୋଷଣା କରିନାହାନ୍ତି । ପୂର୍ବରୁ ବଙ୍ଗୋମୁଣ୍ଡା ଜେଏମଏଫସି କୋର୍ଟରେ ଗୋବିନ୍ଦର ଜାମିନ ଖାରଜ ହୋଇଥିଲା ।

hiranchal ad1
Leave A Reply

Your email address will not be published.

3 × five =