ଏନ୍‌କାଉଣ୍ଟରରେ ୩ ମାଓବାଦୀ ନିହତ

0 49

ମାଲକାନଗିରି: ଟଳିପଡିଲେ ୩ ମାଓବାଦୀ। ଛତିଶଗଡ ସୁକମା ଜିଲ୍ଲା ଗୋଲାପଲ୍ଲୀ ଜଙ୍ଗଲରେ ଏନ୍‌କାଉଣ୍ଟର ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ କରିବାକୁ ଯୋଜନା କରୁଥିଲେ । ଅପରେସନରେ ଡିଆରଜି ଯବାନ ସାମିଲ ହୋଇଛନ୍ତି। ଏବେବି ଗୁଳି ବିନିମୟ ଜାରି ରହିଛି ।

hiranchal ad1
Leave A Reply

Your email address will not be published.

eleven + five =