ଜୁନ୍ ୨୦ରେ ମୋହନ ଚରଣ ମାଝୀ ସରକାରଙ୍କର ବର୍ଷ ପୂର୍ତ୍ତି ଉତ୍ସବ

0 257

ଭୁବନେଶ୍ବର: ଆସନ୍ତା ଜୁନ୍ ୧୨ ତାରିଖ ବଦଳରେ ଜୁନ୍ ୨୦ ତାରିଖରେ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାରଙ୍କର ବର୍ଷ ପୂର୍ତ୍ତି ଉତ୍ସବ ପାଳନ କରାଯିବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

hiring

ଏଥିପାଇଁ ଭୁବନେଶ୍ବର ଜନତା ମୈଦାନରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ୬୦ ବରିଷ୍ଠ ଓଏଏସ୍ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି।

ରାଜ୍ୟସ୍ତରୀୟ ଏହି ଉତ୍ସବ ପାଳନ ପାଇଁ ସାଧାରଣ ପ୍ରଶାସନ ଏବଂ ଜନ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି।

hiranchal ad1
Leave A Reply

Your email address will not be published.

5 − two =