ରାଜ୍ୟରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ କରୋନା

0 235

ଭୁବନେଶ୍ୱର ୦୪।୧୨ : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨ଜଣଙ୍କ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଯାଜପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୦୦୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୨୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏଥି ମଧ୍ୟରୁ ୨୩୮୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୯୨୦୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୯୬୪୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

4 × one =