ପଦ୍ମଶ୍ରୀ ଉପାଧି ତାଡିସରୁ ବାବା ଅସୁସ୍ଥ, ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ଚିକିତ୍ସା ଜାରି

0 212

ଫୁଲବାଣୀ,୨୩/୫: କନ୍ଧମାଳ ଜିଲ୍ଲାର ପଦ୍ମଶ୍ରୀ ପୂର୍ଣ୍ଣମାସୀ ଜାନୀ ହଠାତ ଆଜି ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ମହିଳା ଭେଷଜ ୱାର୍ଡରେ ଭର୍ତ୍ତିର୍ି କରାଯାଇଛି । ବୟସାଧିକ କାରଣରୁ ତାଙ୍କ ଦେହ ହଠାତ୍‌ ଅସୁସ୍ଥ ହୋଇପଡ଼ିଥିବା ଡାକ୍ତର କହିଛନ୍ତି । ପ୍ରକାଶ ଥାଉକି ପୂର୍ଣ୍ଣବାସୀ ଜାନୀ ଓରଫ ତାଡିସରୁ ବାବାଙ୍କୁ ନିକଟରେ ପଦ୍ମଶ୍ରୀ ଉପାଧି ପ୍ରଦାନ କରାଯାଇଥିଲା । ବର୍ତ୍ତମାନ ଡାକ୍ତରଖାନାରେ ଡାକ୍ତରମାନେ ତାଙ୍କର ଚିକିତ୍ସା ଜାରି ରଖିଛନ୍ତି ଏବଂ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବର୍ତ୍ତମାନ ସ୍ଥିର ରହିଥିବା ନେଇ ତାଙ୍କୁ ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ।

hiranchal ad1
Leave A Reply

Your email address will not be published.

two × 3 =