ଭୁବନେଶ୍ୱରରେ ରାହୁଲ ଗାନ୍ଧୀ

0 162

ଭୁବନେଶ୍ୱର : ଭୁବନେଶ୍ୱରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ମଲ୍ଲିକାର୍ଜୁନ ଖଡଗେ । ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ସିଧାସଳଖ ବରମୁଣ୍ଡା ପଡିଆ ଅଭିମୁଖେ ଯାତ୍ରା କରିଛନ୍ତି । ରାହୁଲ ବିମାନ ବନ୍ଦର ଛକରୁ ଜୟଦେବ ବିହାର ପର୍ଯ୍ୟନ୍ତ ଏକ ରୋଡ ସୋ’ କରିଛନ୍ତି । 

hiranchal ad1
Leave A Reply

Your email address will not be published.

5 + 2 =