୨୯ରେ ଆସୁଛି ଲଘୁଚାପ

0 52

ଭୁବନେଶ୍ୱର ୨୫।୧୧: ୨୯ରେ ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ସମ୍ଭାବନା ନେଇ ଚେନ୍ନାଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

hiranchal ad1
Leave A Reply

Your email address will not be published.

one × two =