ଝାଡ଼ଖଣ୍ଡ ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମୀର ଦାଶ

0 71

ଭୁବନେଶ୍ୱର :  ଝାଡଖଣ୍ଡ ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଝାଡଖଣ୍ଡ ପ୍ରାଥମିକ ଶିକ୍ଷକଙ୍କ ପାଇଁ ତାଲିମ ପାଠ୍ୟକ୍ରମରେ ଓଡ଼ିଆ ରଖିବା ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ଚିଠିରେ ଅନୁରୋଧ । ସମ୍ପୂର୍ଣ୍ଣ ଭାବେ ଓଡ଼ିଶା ଶିକ୍ଷାକୁ ବନ୍ଦ କରାଯାଇନାହିଁ । ଝାଡଖଣ୍ଡରେ କେବଳ ପ୍ରାଥମିକ ଶିକ୍ଷକଙ୍କ ପାଇଁ ଥିବା ତାଲିମ ପାଠ୍ୟକ୍ରମରେ ଓଡ଼ିଆ ବନ୍ଦ କରାଯାଇଛି । ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏହି ସୂଚନା ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

16 + twelve =