ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଚୁଡାନ୍ତ ପଞ୍ଚାୟତ ଇସ୍ତାହାର ପ୍ରସ୍ତୁତି ବୈଠକ

0 64

ସୁବର୍ଣ୍ଣପୁର,୩୦/୧୦- ଆଜି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ତରଫରୁ ଏକ ସାଙ୍ଗଠନିକ ସଭା ସ୍ଥାନୀୟ ଟାଉନହଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ରାଜୀବ ଗାନ୍ଧୀ ସଂଗଠନର ରାଜ୍ୟ ସଭାପତି ତଥା ସ୍ତମ୍ଭକାର ସୁଦର୍ଶନ ଦାସ, ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପ୍ରଭାରୀ ସମରେନ୍ଦ୍ର ମିଶ୍ର, ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ କମିଟି ସଭାପତି ଗୌରୀଶ୍ୟାମ ପଣ୍ଡା, ଜିଲ୍ଲା, ପଞ୍ଚାୟତ ରାଜ ସଭାପତି ଲବକୁମାର ସାହୁ, ସୋନପୁରର ପୂର୍ବତନ ବିଧାୟକ ବିନୋଦ ପାତ୍ର, ଜିଲ୍ଲା ସଂଗଠନ ସମ୍ପାଦକ ସୁଧୀର କୁମାର ପଣ୍ଡା, ପୂର୍ବତନ ବିଧାୟକ ପ୍ରାର୍ଥୀ ଚିତ୍ତରଞ୍ଜନ ମିଶ୍ର, ରାଜୀବ ଗାନ୍ଧୀ ସଂଯୋଜକ ଅଜୟ ବାଲି, ସୁବର୍ଣ୍ଣପୁର ଜିଲ୍ଲା ମହିଳା କଂଗ୍ରେସ କମିଟି ସଭାନେତ୍ରୀ ସୂର୍ଯ୍ୟକାନ୍ତି ବାଘ, ଜିଲ୍ଲା ଯୁବ କଂଗ୍ରେସ ସଭାପତି ପ୍ରିୟବ୍ରତ ସାହୁ, ଜିଲ୍ଲା କିଷାନ କଂଗ୍ରେସ ସଭାପତି ନରେନ୍ଦ୍ର ପଣ୍ଡା, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅଶ୍ୱିନୀ ଶତପଥି, ରାଜ୍ୟ ସମ୍ପାଦକ ପ୍ରଦୀପ ସେଠୀ, ଜିଲ୍ଲା ଓବିସି ସଭାପତି ପ୍ରେମାନନ୍ଦ ଜଟ୍ଟୀ, ଜିଲ୍ଲା ଉପସଭାପତି ରାଜଗୋପାଳ ପାଣିଗ୍ରାହୀ, ରାଜ୍ୟ କିଷାନ ସମ୍ପାଦକ ସ୍ୱପ୍ନେଶ୍ୱର ପୃଷ୍ଟି ପ୍ରମୁଖ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।

hiranchal ad1
Leave A Reply

Your email address will not be published.

eight − one =