ନାବାଳିକାକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

0 214

ଚିକିଟି : ଜରଡ଼ା ଥାନା ଖାରିଆଗୁଡା ଫାଣ୍ଡି ଅଧୀନ ଆଦିବାସୀ ଅଧ୍ୟୁଷିତ ଆଙ୍କୁଲି ଗ୍ରାମର ଜଣେ ୧୬ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ ହୋଇଥିବା ଖାରିଆଗୁଡା ଫାଣ୍ଡିରେ ପରିବାର ଲୋକଙ୍କୁ ପକ୍ଷରୁ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି କରି ଖାରିଆଗୁଡା ଫାଣ୍ଡି ପକ୍ଷରୁ ଏକ ମାମଲା ରୁଜୁ କରିଛନ୍ତି ତଦନ୍ତ ଆରମ୍ଭ କରାଯାଇଥିବା ବେଳେ ଘଟଣାର ମୁଖ୍ୟ ଅଭିଯୁକ୍ତ ଉକ୍ତ ପଞ୍ଚାୟତ ଅନ୍ତର୍ଗତ ଗଡଙ୍ଗ ଗ୍ରାମର ବେଲାଳସେନ ବିଷୋୟୀକୁ ପୁଲିସ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡିଛି । ଉଭୟ ନାବାଳିକା ଓ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଯାଇଥିବା ଫାଣ୍ଡି ଅଧିକାରୀ ସମୀର ଜୟସିଂହ ସୂଚନା ଦେଇଛନ୍ତି ।

hiranchal ad1
Leave A Reply

Your email address will not be published.

18 + eight =