ବିଜେଡିରେ ଯୋଗଦେଲେ ଛାତ୍ରନେତା ଚିନ୍ମୟ

0 213

ଦଶପଲ୍ଲା : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶ, ଲୋକାଭିମୁଖୀ କାର୍ଯ୍ୟରେ ଅନୁପ୍ରାଣୀତ ହୋଇ ଆଇନ ମହାବିଦ୍ୟାଳୟ ଭୁବନେଶ୍ୱର ପୂର୍ବତନ ସଭାପତି ଚିନ୍ମୟ ପ୍ରଧାନ । ଦଶପଲ୍ଲାର ଯୁବ ସଂଗଠକ ତଥା ବିଧାୟକ, ଦଶପଲ୍ଲା ତଥା ଜିଲ୍ଲା ବିଜେଡ଼ି ସଭାପତି, ନୟାଗଡ଼ ରମେଶ ଚନ୍ଦ୍ର ବେହେରାଙ୍କ ତତ୍ତ୍ୱାବଧାନରେ ବିଜୁ ଜନତା ଦଳର ସାଙ୍ଗଠନିକ ସଂପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି ଚିନ୍ମୟ ।

hiranchal ad1
Leave A Reply

Your email address will not be published.

eleven − three =