ଜୁନ୍ ୨ରୁ ରାଜ୍ୟରେ ୧୮ରୁ ୪୪ ବର୍ଷ ବୟସ୍କଙ୍କ ଟିକାକରଣ ବନ୍ଦ

0 170

ଭୁବନେଶ୍ୱର : ଜୁନ୍ ୨ରୁ ରାଜ୍ୟରେ ୧୮ରୁ ୪୪ ବର୍ଷ ବୟସ୍କଙ୍କ ଟିକାକରଣ ବନ୍ଦ ରହିବ। ବର୍ତ୍ତମାନ ସୁଦ୍ଧା ଟିକା କମ୍ପାନୀ ମାନେ ଟିକା ଦେବା ନେଇ କୌଣସି ପ୍ରକାର ସୂଚନା ଦେଇନାହାନ୍ତି। ବର୍ତ୍ତମାନ ଯାହା ଟିକା ମହଜୁଦ ଅଛି ତାହା ଆସନ୍ତାକାଲି ପର୍ଯ୍ୟନ୍ତ ହିଁ ଯିବ। ତେଣୁ ଟିକା ନଥିବାରୁ ମଙ୍ଗଳବାର ପରଠାରୁ ୧୮ରୁ ୪୪ ବର୍ଷ ବ୍ୟକ୍ତିଙ୍କ ପାଇଁ ଟିକା କରଣ ପ୍ରକ୍ରିୟାକୁ ବନ୍ଦ ରଖାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

hiranchal ad1
Leave A Reply

Your email address will not be published.

five − one =