ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ

0 118

ସମ୍ବଲପୁର: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଲେ ଭିଜିଲାନ୍ସ ଅଧିକାରୀ। ସମ୍ବଲପୁରର ଭିଜିଲାନ୍ସ ଡିଭିଜିନର ଇନ୍ସପେକ୍ଟର ମାନସୀ ଜେନା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡିଛନ୍ତି। ଜଣେ କର୍ମଚାରୀଙ୍କ କେସ୍ ରଫାଦଫା କରିବା ପାଇଁ ଲାଞ୍ଚ ନେଉଥିଲେ। ବରଗଡର ମୁକେଶ ସାହୁଙ୍କ ମଧ୍ୟସ୍ଥିରେ ଲାଞ୍ଚ ନେଉଥିଲେ। ମାନସୀ ଏବଂ ମୁକେଶଙ୍କ ବିଭିନ୍ନ ଠିକଣାରେ ଭିଜିଲାନ୍ସର ଚଢାଉ ଜାରି ରହିଛି।

hiranchal ad1
Leave A Reply

Your email address will not be published.

19 + twelve =