Browsing Tag

ସୁବର୍ଣ୍ଣପୁର ଜିଲ୍ଲା ବାଲ୍ୟ ବିବାହ ମୁକ୍ତ ଘୋଷଣା

ସୁବର୍ଣ୍ଣପୁର ଜିଲ୍ଲାର ୬୦ ପଞ୍ଚାୟତ ଓ ୧୪ଟି ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ଘୋଷଣା କଲେ ଜିଲ୍ଲାପାଳ

ସୁବର୍ଣ୍ଣପୁର : ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ, ସୁବର୍ଣ୍ଣପୁର ତରଫରୁ ଜିଲ୍ଲାରେ ଶିଶୁ ସୁରକ୍ଷା ଓ ବାଲ୍ୟ ବିବାହକୁ ବନ୍ଦ କରାଯିବା ଉପରେ ଗୁରୁତ୍ୱାରୋପ କରାଯାଉଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାର ପ୍ରତ୍ୟେକ ବ୍ଲକ ଅଞ୍ଚଳର ଗ୍ରାମ ଗୁଡିକରେ ବାଲ୍ୟ ବିବାହ ଓ ଶିଶୁ
Read More...