ଭିଡି ସତୀଶନ୍ ହେବେ କେରଳମର ନୂତନ ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ; ୧୦ ଦିନର ଛକାପଞ୍ଝା ଶେଷରେ ସମାପ୍ତ ହୋଇଛି । କଂଗ୍ରେସ ନେତା ଭିଡି ସତୀଶନ୍ କେରଳମର ନୂତନ ମୁଖ୍ୟମନ୍ତ୍ରୀ ହେବେ । ଦଳର ହାଇକମାଣ୍ଡ ଆନୁଷ୍ଠାନିକ ଭାବରେ ତାଙ୍କ ନାମ ଘୋଷଣା କରିଛନ୍ତି । କଂଗ୍ରେସ ନେତୃତ୍ୱ ଭିଡି ସତୀଶନଙ୍କ ଉପରେ ଆସ୍ଥା ପ୍ରକାଶ କରିଛନ୍ତି । ଯିଏ ଜଣେ ଦୃଢ଼!-->…
Read More...
Read More...