Browsing Tag

odia news

ଶୁଭାଂଶୁଙ୍କ ସହ ଭିଡିଓ କଲରେ କଥା ହେଲେ ପ୍ରଧାନମନ୍ତ୍ରୀ, କହିଲେ…

ISSରେ ପହଞ୍ଚିବା ପରେ ଶୁଭାଂଶୁ ଶୁକ୍ଳାଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶନିବାର ଭିଡିଓ କନଫରେନ୍ସ ମାଧ୍ୟମରେ ୧୮ ମିନିଟ୍ ଧରି ମୋଦି ଶୁଭାଂଶୁଙ୍କ ସହ ଆଲୋଚନା କରିଛନ୍ତି । ଆଲୋଚନା ସମୟରେ ମହାକାଶରେ ପତାକା ଉଡାଇ ଗର୍ବ ଅନୁଭବ କରିଥିବା ମୋଦିଙ୍କୁ ସେ କହିଛନ୍ତି ।
Read More...

ନୂଆଗାଁରେ ଯୋଗଦିବସ ପାଳିତ

ନୂଆଗାଁ ପଞ୍ଚାୟତ ସମିତି ଆନୁକୂଲ୍ୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ନୂଆଗାଁ ବ୍ଲକ ବିଡ଼ିଓ ଅମୃତ କୁମାର ରାଉଳ ସମେତ ସମସ୍ତ କର୍ମଚାରୀ, ନୂଆଗାଁ ଉଚ୍ଚ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ,
Read More...

କେନ୍ଦୁଝରରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ସ୍ଥାନୀୟ ହ୍ୟାଣ୍ଡବଲ ଷ୍ଟାଡିୟମ ଠାରେ ଜିଲ୍ଲା କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରରେ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମବେତ
Read More...

ଅନ୍ତର୍ଜାତୀୟ ଯୋଗ ଦିବସ ପାଳିଲେ ଆଇନ ମନ୍ତ୍ରୀ

ଆଜି ୧୧ ତମ ଅନ୍ତର୍ଜାତୀୟ ଯୋଗ ଦିବସ ଉପଲକ୍ଷେ ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପ୍ରଶାସନ ତରଫରୁ ସ୍ଥାନୀୟ ଗୋଦାବରୀଶ ମହାବିଦ୍ୟାଳୟ ଠାରେ ଥିବା ଇନଡୋର ଷ୍ଟାଡିଅମରେ ବିଶାଳ ଯୋଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
Read More...

ବଲାଙ୍ଗିରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ଅଵସରରେ ବଲାଙ୍ଗିର ଜିଲ୍ଲା ପ୍ରଶାସନ ତରଫରୁ ସ୍ଥାନୀୟ ପୃଥ୍ବୀରାଜ ଇଣ୍ଡୋର ଷ୍ଟାଡିୟମଠାରେ ସାମୁହିକ ଯୋଗାଭ୍ୟାସ ଅନୁଷ୍ଠିତ କରାଯାଇଛି । ଏହି ଯୋଗ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଈସାଲୱାର , ଅତିରିକ୍ତ ଜିଲ୍ଲାପାଳ ଡକ୍ଟର
Read More...

ଦିନଦ୍ବି- ପ୍ରହରେ ଯୁବକଙ୍କୁ ଛୁରୀଭୁସି ହତ୍ୟା

ଗଣିଆ,୧୪/୦୬(ହୀପ୍ର): ଦିନଦ୍ବି- ପ୍ରହରେ ଯୁବକଙ୍କୁ ଛୁରୀଭୁସି ହତ୍ୟା । ଗଣିଆ ବ୍ଲକର କିଶୋର ପ୍ରସାଦ ପଞ୍ଚାୟତର ପାଣ୍ଡରାସିଙ୍ଘା ଗ୍ରାମରେ ୨ଜଣଙ୍କ ମଧ୍ୟରେ ସାଧାରଣ ବଚସାରୁ ଛୁରୀ ମାଡରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି । ମୃତକ ଯୁବକ ଜଣକ ହେଲେ ସ୍ଥାନୀୟ ପାଣ୍ଡରାସିଂହା ଗ୍ରାମର ନରୋତମ
Read More...

୧୭ ବର୍ଷ ପରେ ଦୁଷ୍କର୍ମ ଅଭିଯୁକ୍ତ ଗିରଫ

ଗଣିଆ - (ହୀପ୍ର) ପ୍ରେମିକାକୁ ଧୋକା ଦେଇ ଅଡ଼ୁଆରେ ପଡ଼ିଲେ ଯୁବକ । ଏଭଳି ଘଟଣା ଘଟିଛି ଗଣିଆ ବ୍ଳକ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମରେ । ୨୦୦୮ ମସିହାରେ ପୂର୍ଣ୍ଣଚନ୍ଦ୍ରପୁର ଗ୍ରାମର ଦିଲ୍ଲୀପ ଖଟୁଆ ଜଣେ ଯୁବତୀକୁ ଭଲ ପାଉଥିଲେ । ଭଲ ପାଇବା ପରେ ବିଭିନ୍ନ ପ୍ରଲୋଭନ ଦେଖାଇ ଯୁବତୀଙ୍କ ସହିତ
Read More...

କୁଲିହାରୀ ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ପରିବେଶ ଦିବସ ପାଳିତ

ଧର୍ମଗଡ଼(ହୀ.ପ୍ର.):- ଜୁନାଗଡ଼ ବ୍ଲକ ଅନ୍ତର୍ଗତ କୁଲିହାରୀ ଉଚ୍ଚ ବିଦ୍ୟାଳୟଠାରେ ସଫଳତାର ସହିତ ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ କର୍ତ୍ତବ୍ୟ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶୋକ ପଟ୍ଟନାୟକ, ମୁଖ୍ୟବକ୍ତା ଭାବେ କଳାହାଣ୍ଡି
Read More...

ଦୋକାନକୁ ଆସୁଥିବା ବେଳେ ବୃଦ୍ଧଙ୍କୁ ଚାପିଦେଲା ଟ୍ରକ୍‌

କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଛକ ଠାରେ ଶନିବାର ସକାଳେ ଟ୍ରକ୍‌ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତ ବୃଦ୍ଧଙ୍କ ନାମ କଳ୍ପେଶ୍ୱର ମେହେର (୭୦) ବୋଲି ଜଣାପଡ଼ିଛି । ମିଳିଥିବା ସୂଚନା ଅନୁଯାୟୀ, ସେ ଆଜି ସକାଳେ ବଳଦିଆମାଲ ଛକଠାରେ ଥିବା ନିଜ
Read More...

ରଣପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ 

ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ କାଣ୍ଡପଢା ଗ୍ରାମ ପଞ୍ଚାୟତରେ ପହଞ୍ଚି କ୍ଷତିଗ୍ରସ୍ତ ହୋଇଥିବା ଧାନବିଲ ଦେଖିବା ସହିତ, ଚାଷୀ ମାନଙ୍କ ସହିତ କ୍ଷୟକ୍ଷତି ସଂପର୍କରେ କଥା ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହିତ ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢ଼ୀ
Read More...