Browsing Tag

odisha news

ଭିଜିଲାନ୍ସ ଜାଲରେ ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀ ବିଜୟ ମହାନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବିଜୟଙ୍କ ଘରେ ଭିଜିଲାନ୍ସ ରେଡ୍। ଭଦ୍ରକ ଓ ବାଲେଶ୍ବର ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି। ଭୁବନେଶ୍ବର, କେନ୍ଦୁଝର, ବାଲେଶ୍ବରରେ ରେଡ୍ ଚାଲିଛି। ବିଜୟଙ୍କ
Read More...

ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍, କାଚ ଭାଙ୍ଗିଦେଲେ ଉତ୍ତ୍ୟକ୍ତ ଲୋକେ

ଭୁବନେଶ୍ଵର: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍। ଆଜି ଜୟଦେବବିହାର ଏବଂ ଆଚାର୍ଯ୍ୟ ବିହାର ମଧ୍ୟରେ ଜଣେ ବାଇକ୍ ଆରୋହୀଙ୍କୁ ପଛରୁ ଧକ୍କା ଦେଇଛି।  ଦୁର୍ଘଟଣାରେ ବାଇକ୍ ଆରୋହୀ ଜଣକ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। 
Read More...

ସୂଚନା ଅଧିକାର କର୍ମୀଙ୍କ ଦ୍ବାରା ପ୍ରଶିକ୍ଷଣ ଶିବିର ଆୟୋଜିତ

କଟକ ଜିଲ୍ଲାର ଚୌଦ୍ୱାର ଅନ୍ତର୍ଗତ ମୁଣ୍ଡମାଳ ଅଞ୍ଚଳରେ ଥିବା ଝୋଟେଶ୍ୱର ମନ୍ଦିର ପରିସରରେ ଏକ ସୂଚନା ଅଧିକାର ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରରେ ରାଜ୍ୟସ୍ତରୀୟ ଅତିଥିମାନେ ଯୋଗଦେଇ ସୂଚନା ଅଧିକାର ଆଇନ ବିଷୟରେ ମତ ଦେଇଥିଲେ । ଚୌଦ୍ୱାର ମୁଣ୍ଡମାଳ ଅଞ୍ଚଳରେ ଅବସ୍ଥିତ ଝୋଟେଶ୍ୱର
Read More...

ଗଜପତିରେ ଜିଲ୍ଲାସ୍ତରୀୟ ଜାତୀୟ ପରିସଂଖ୍ୟାନ ଦିବସ ପାଳିତ

ଗଜପତି (ହୀ.ପ୍ର.) ଗଜପତିରେ ଜିଲ୍ଲାସ୍ତରୀୟ ୧୯ତମ ଜାତୀୟ ପରିସଂଖ୍ୟାନ ଦିବସ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଏହି ଦିବସରେ ସମ୍ମାନିତ ଅତିଥି ଭାବରେ ପାରଳାଖେମୁଣ୍ଡି ଉପଜିଲ୍ଲାପାଳ ଅନୁପ ପଣ୍ଡା, ବ୍ରହ୍ମପୁର
Read More...

ଗଜପତି ଜିଲ୍ଲା ଭିଜନ ଡକ୍ୟୁମେଣ୍ଟ ୨୦୩୬, ନାଗରିକ ମଞ୍ଚର ଆଲୋଚନା ଚକ୍ର

ଗଜପତି (ହୀପ୍ର) : ଗଜପତି ଜିଲ୍ଲା ନାଗରିକ ମଞ୍ଚ ଆନୁକୂଲ୍ୟରେ ଏକ ଆଲୋଚନା ଚକ୍ର ଉତ୍କଳ ହିତୈଷିଣୀ ସମାଜ ସଭା ଗୃହରେ ଉପାନ୍ତ ପ୍ରହରୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶାରଳା ଦେବ ପଟ୍ଟନାୟକ, ଅଶ୍ୱିନୀ କୁମାର ପାଢୀ, ଉପାନ୍ତ
Read More...

କଛପ ଓ ମତ୍ସ୍ୟ ଅବତାରରେ ଦର୍ଶନ ଦେଲେ ଶ୍ରୀ ଜିଉ 

ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗୁଣ୍ଡିଚାବାଡ଼ି ଠାରେ ଆଜି ଠାକୁରଙ୍କର ମତ୍ସ୍ୟ ଓ କଚ୍ଛପ ଅବତାର ଦେଖିବା ପାଇଁ ଭକ୍ତଙ୍କ ସୁଅ ଛୁଟିଛି । ପାଗ ଅନୁକୂଳ ଥିବାରୁ ପୁରପଲ୍ଲୀରୁ ପ୍ରବଳ ଭକ୍ତଙ୍କ ସମାଗମ ହୋଇଛି । ଏହି ଦଶ ଦିନ ଠାକୁରଙ୍କୁ ଦର୍ଶନ କଲେ ପୁଣ୍ୟ ମିଳେ ବୋଲି
Read More...

ବରଗଡ଼ରେ ଗରିବ କଲ୍ୟାଣ ଓ ବିକାଶ ସମାବେଶ ଅନୁଷ୍ଠିତ, ଯୋଗଦେଲେ କେନ୍ଦ୍ରମନ୍ତ୍ରୀ

ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବରଗଡ ଆରଏମସି ପଡିଆ ଠାରେ ଗରିବ କଲ୍ୟାଣ ଏବଂ ବିକାଶ ସମାବେଶ ଅନୁଷ୍ଠିତ ହୋଇଛି । ସମାବେଶରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ସହ ଓଡ଼ିଶାର ଉଚ୍ଚଶିକ୍ଷା,କ୍ରୀଡା ଓ ଯୁବସେବା, ଓଡ଼ିଆ ଭାଷା, ସାହିତ୍ୟ ଓ
Read More...

ଘୋଟି ଆସିଲା ଅନ୍ଧାର, ଆଜିଠାରୁ ଏହି ତାରିଖ ଯାଏ ରାଜଧାନୀରେ ହେବ…

ରାଜଧାନୀ ଦିଲ୍ଲୀ ଆକାଶରେ ହଠାତ୍‌ ମାଡ଼ିଆସିଲା ଅନ୍ଧାର ଏବଂ ଏହାପରେ ପ୍ରବଳ ବର୍ଷା ଫଳରେ ପାଣିରେ ବୁଡ଼ିଲା ରାଜଧାନୀ । ଯଦିଓ ଏନ୍‌ସିଆର ଅଞ୍ଚଳର ବାସିନ୍ଦାମାନଙ୍କୁ ଗରମ ଏବଂ ଆର୍ଦ୍ରତାରୁ ମୁକ୍ତି ମିଳିଛି ମାତ୍ର ଝଡ଼ବର୍ଷା ଯୋଗୁ ଅନେକ ସମସ୍ୟା ଭୋଗ କରିଛନ୍ତି ରାଜଧାନୀବାସୀ । ଦିଲ୍ଲୀ
Read More...

ନୂଆଗାଁରେ ଯୋଗଦିବସ ପାଳିତ

ନୂଆଗାଁ ପଞ୍ଚାୟତ ସମିତି ଆନୁକୂଲ୍ୟରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି । ନୂଆଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ନୂଆଗାଁ ବ୍ଲକ ବିଡ଼ିଓ ଅମୃତ କୁମାର ରାଉଳ ସମେତ ସମସ୍ତ କର୍ମଚାରୀ, ନୂଆଗାଁ ଉଚ୍ଚ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ,
Read More...

କେନ୍ଦୁଝରରେ ଜିଲ୍ଲାସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ସ୍ଥାନୀୟ ହ୍ୟାଣ୍ଡବଲ ଷ୍ଟାଡିୟମ ଠାରେ ଜିଲ୍ଲା କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଜିଲ୍ଲା ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରରେ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମବେତ
Read More...