Browsing Tag

Odisha's longest bridge

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦଘାଟିତ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି । ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ ଟି ଅକ୍ଷରୁ ସଦୃଶ । ଏହା ରାଜ୍ୟର ପ୍ରଥମ ଟି ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ
Read More...