ଗ୍ରାହକଙ୍କୁ ଝଟକା, ପୁଣି ବଢିଲା…
ନୂଆଦିଲ୍ଲୀ : ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ପୁଣି ବୃଦ୍ଧି ପାଇଛି। ଶନିବାର ପେଟ୍ରୋଲ ଲିଟର ପିଛା ୮୭ ପଇସା ଏବଂ ଡିଜେଲ ୯୧ ପଇସା ମହଙ୍ଗା ହୋଇଛି। ଗତ ୧୦ ଦିନ ମଧ୍ୟରେ ଏହା ଇନ୍ଧନ ମୂଲ୍ୟରେ ତୃତୀୟ ବୃଦ୍ଧି। ଲଗାତାର ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବଢ଼ାଇ ଦେଇଛି।!-->…
Read More...
Read More...